ଯାରବୀୟାମଙ୍କ ମୃତ୍ୟୁୁ
19ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ସେ କିପରି ଯୁଦ୍ଧ କଲେ ଓ କିପରି ରାଜ୍ୟ କଲେ, ଦେଖ, ଏସବୁ ଇସ୍ରାଏଲୀୟ ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖାଅଛି। 20ପୁଣି, ଯାରବୀୟାମଙ୍କର ରାଜତ୍ୱକାଳ ବାଇଶ ବର୍ଷ; ତହିଁ ଉତ୍ତାରେ ସେ ମୃତ୍ୟୁବରଣ କଲା ପରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ନାଦବ୍ ତାଙ୍କର ପଦରେ ରାଜ୍ୟ କଲେ।


