ଶେଷ ଶୁଭେଚ୍ଛା
13ତୁମ୍ଭ ନିକଟକୁ ମୋହର ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଳି ଓ କଲମରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ। 14ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା। 15ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ।


