ସ୍ୱାଦବିହୀନ ଲବଣ

(ମାଥିଉ 5:13; ମାର୍କ 9:50)

34“ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ, ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ? 35ତାହା ଭୂମି କିମ୍ବା ଖତଗଦା ନିମନ୍ତେ ଯୋଗ୍ୟ ନୁହେଁ; ଲୋକେ ତାହା ବାହାରେ ଫୋପାଡ଼ି ଦିଅନ୍ତି। ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”