ଦୁଇ ଜଣ ଶିଷ୍ୟଙ୍କୁ ଯୀଶୁଙ୍କ ଦର୍ଶନ
(ଲୂକ 24:13-35)
12ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ, 13ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ।


