ମରୀୟମଙ୍କ ମୃତ୍ୟୁୁ

1ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।